BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆମେରିକା ମିଛ କହୁଛି ବୋଲି କହିଲା ଚୀନ।

ବେଜିଂ,୨୫।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍‌ ଲ୍ୟାବ୍‌ରେ କେତେକ ଗବେଷକ ଏଥିରେ ଆକ୍ରାନ୍ତ ହୋଇଥିବା ସମ୍ପର୍କରେ ଆମେରିକା ଖବର କାଗଜ ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲରେ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହାକୁ ବିରୋଧ କରି ଚାଇନା କହିଛି ଯେ, ବତ୍ତର୍ମାନେ ସୁଦ୍ଧା ଉହାନ ଲ୍ୟାବ୍‌ରେ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି। ଆମେରିକା ମିଛ କହୁଛି। ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲରେ ପ୍ରକାଶିତ ରିପୋର୍ଟ ମନଗଢ଼ା ବୋଲି ଚାଇନାର ବହିର୍ବ୍ୟାପାର ପ୍ରବକ୍ତା ଚାଓ ଲିଜିୟାନ୍‌ ପ୍ରକାଶ କରିଛନ୍ତି। ଆମେରିକା ପକ୍ଷରୁ ଏହି ରିପୋର୍ଟର ପ୍ରଚାର କରାଯିବା ପଛରେ ଅସଲ ଉଦ୍ଦେଶ୍ୟ ମନ୍ଦ ରହିଛି ବୋଲି ଚାଇନା ଅଭିଯୋଗ କରିଛି।