BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଟେଷ୍ଟ କ୍ରିକେଟରେ ବିରାଟଙ୍କ ୭୫ ତମ ଶତକ

ନୂଆଦିଲ୍ଲୀ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୮୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତର ବ୍ୟାଟିଂ ଜାରି ରହିଛି। ରବିବାର ମ୍ୟାଚର ଚତୁର୍ଥ ଦିନ। ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଭାରତର ସ୍କୋର ୩୬୧/୪ ରହିଛି। ବିରାଟ କୋହଲି ଟେଷ୍ଟ କ୍ରିକେଟରେ ତାଙ୍କର ୨୮ତମ ଶତକ ପୂରଣ କରିଛନ୍ତି। ସେ ୨୪୧ ବଲରେ ନିଜର ୧୦୦ ରନ ପୂରଣ କରିଛନ୍ତି। ବିରାଟ ଏପର୍ଯ୍ୟନ୍ତ ତାଙ୍କ ଇନିଂସରେ ପାଞ୍ଚଟି ଚୌକା ମାରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ରେ ଏହା ତାଙ୍କର ୭୫ ତମ ଶତକ।