BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଫାଇନାଲରେ ମହିଳା କ୍ରିକେଟ ଦଳ, ଭାରତର ବଢିଲା ପଦକ ସଂଖ୍ୟା

ଭୁବନେଶ୍ୱର,୨୪।୯: ଏସୀୟ ଗେମ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି। ସେମିଫାଇନାଲ ମ୍ୟାଚରେ ବାଂଲାଦେଶକୁ ୮ ଉଇକେଟରେ ପରାସ୍ତ କରି ଭାରତୀୟ ମହିଳା କ୍ରିକେଟ ଦଳ ଫାଇନାଲରେ ପ୍ରବେଶ କରିଛି। ଭାରତର ବିଜୟର ହିରୋ ଦ୍ରୁତ ବୋଲର ପୂଜା ଥିଲେ। ସେ ୪ ଓଭରରେ ୧୭ ରନ ଦେଇ ୪ ଉଇକେଟ ନେଇଥିଲେ। ପୂଜାଙ୍କ ଚମତ୍କାର ବୋଲିଂ ଯୋଗୁ ଭାରତ ୧୭.୫ ଓଭରରେ ୫୧ ରନରେ ବାଂଲାଦେଶକୁ ଅଲଆଉଟ କରିଥିଲା। ଏହି ଟାର୍ଗେଟକୁ ପିଛା କରି ଭାରତୀୟ ଦଳ ୮.୨ ଓଭରରେ ଦୁଇଟି ଉଇକେଟ ହରାଇ ଏହି ମ୍ୟାଚ ଜିତିଥିଲା। ଭାରତୀୟ ଦଳ ଫାଇନାଲରେ ଶ୍ରୀଲଙ୍କ କିମ୍ବା ପାକିସ୍ତାନକୁ ଭେଟିବ।