BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାରବାଟୀରେ ଖେଳାଯିବ ଟି ୨୦ ମ୍ୟାଚ

କଟକ ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି । ଓଡ଼ିଶା କ୍ରିକେଟ ଆସୋସିଏଶନର ଅନୁରୋଧକୁ ରକ୍ଷା କରି ବିସିସିଆଇ ସହମତି ଜଣାଇଥିବା ଓସିଏ ସମ୍ପାଦକ ସୂଚନା ଦେଇଛନ୍ତି। ଫେବୃୟାରୀ ୧୫ରେ ହେବାକୁ ଥିବା ଟି-ଟ୍ବେଣ୍ଟି ମ୍ୟାଚ୍‌ ବାତିଲ ହୋଇଛି