BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଜୁନ ୧୨ରେ କଟକରେ ଟି୨୦ ମ୍ୟାଚ

କଟକ,୧୯।୫: ପୂର୍ଣ୍ଣ ଦର୍ଶକୀୟ ’କ୍ଷମତାରେ ବାରବାଟୀ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ।
ଏ ନେଇ ଗୁରୁବାର ବିସିସିଆଇ ପକ୍ଷରୁ ଅନୁମତି ମିଳିଛି। ଜୁନ୍‌ ୧୨ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ହେବ।
କରୋନା ସଂକ୍ରମଣକୁ ନେଇ ବିସିସିଆଇ ପକ୍ଷରୁ ବାରବାଟୀ ଟି-୨୦ ମ୍ୟାଚ୍‌ରେ ୫୦ ପ୍ରତିଶତ ଦର୍ଶକ ବସିବା ନେଇ ଅନୁମତି ମିଳିଥିଲା। ବର୍ତ୍ତମାନ କରୋନା ସଂକ୍ରମଣ ହ୍ରାସ ଯୋଗୁ ବିସିସିଆଇ ପକ୍ଷରୁ ଶତ ପ୍ରତିଶତ ଦର୍ଶକ ଷ୍ଟାଡିୟମରେ ବସି ମ୍ୟାଚ୍‌ ଦେଖିପାରିବେ ବୋଲି ନିଷ୍ପତ୍ତି ନିଆଯାଇଛି।