BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଣି ନାବାଳିକା ବଳତ୍କାର

ମୁମ୍ବାଇ,: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ୪୦୦ ଜଣ ଗଣବଳାତ୍କାର କରିଥିବା ଘଟଣା ସାମ୍ନାକୁ ଆସିଛି । ଏବେ ନାବାଳିକା ଜଣଙ୍କ ୨ ମାସର ଗର୍ଭବତୀ ଥିବା ଜଣାପଡିଛି।

ସୂଚନାଯୋଗ୍ୟ, ସମ୍ପୃକ୍ତ ନାବାଳିକାଙ୍କ ମା’ ଦୁଇ ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିଲେ। ତାଙ୍କ ବାପା ୮ ମାସ ତଳେ ଝିଅର ବିବାହ କରିଦେଇଥିଲେ। ବିବାହର କିଛି ଦିନ ପରେ ଶାଶୂଘର ଲୋକେ ତାଙ୍କ ସହ ମାରପିଟ୍‌ କରିଥିଲେ। ପରେ ଯୁବତୀ ଜଣଙ୍କ ବସ୍‌ ଷ୍ଟାଣ୍ଡ୍‌ରେ ଭିକ ମାଗିଥିଲେ। ଏହି ସମୟରେ ସେ ଗଣବଳାତ୍କାରରେ ଶିକାର ହୋଇଥିଲେ।
ସେ ଏ ନେଇ ଅନେକ ଥର ସେ ଥାନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟନୁଷ୍ଠାନ ନେଇ ନ ଥିଲା। ଗତ ସପ୍ତାହରେ ବିଡ ପୋଲିସ ଏ ନେଇ ଚାଇଲ୍ଡ ମ୍ୟାରେଜ ଆକ୍ଟ, ଦୁଷ୍କର୍ମ, ନିର୍ଯାତନା ଏବଂ ପୋସ୍କୋ ଆକ୍ଟ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ।