BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ,୧୬/୧ : ଭୁବନେଶ୍ୱର ପ୍ରେସଛକରେ ଯୁବକଙ୍କୁ ହତ୍ୟା ଘଟଣାରେ ୨ଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ସହିଦ ନଗର ଥାନା ପୋଲିସ । ଅଭିଯୁକ୍ତ ହେଲେ ସତ୍ୟ ଓ କାହ୍ନା। ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା ମଧ୍ୟ କରୁଛି । ଅଭିଯୁକ୍ତ ଜଣକ ଏକ ବାଇକ୍‍ ସୋ’ ରୁମରେ କାମ କରୁଥିଲେ । ଏବଂ ତାଙ୍କ ଘର ଭଦ୍ରକରେ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ସାମାନ୍ୟ କମେଣ୍ଟ ମରାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିଲା । ଗାଡ଼କଣାର ଚିଣ୍ଟୁ ପରିଡାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଥିଲେ ଅଭିଯୁକ୍ତ ମାନେ ।