BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ୍ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ। ଡିଏସ୍‌ପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ୧୦ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଗଠନ କରାଯିବ। ଏହି ଟିମ୍‌ରେ ସାଇବର ଏକ୍ସପର୍ଟ ଏବଂ ଫୋରେନସିକ ଏକ୍ସପଟ ରହିବେ।

ମଙ୍ଗଳବାର ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଗୋବିନ୍ଦ । ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।