BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଣି ୫ ଦିନ ରିମାଣ୍ଡରେ ଗୋପାଳ

ଝାରସୁଗୁଡ଼ା : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି ୫ ଦିନ ରିମାଣ୍ଡରେ ଯାଇଛନ୍ତି ଅଭିଯୁକ୍ତ ଗୋପାଳ ଦାସ। ବୁଧବାର ତୃତୀୟ ପର୍ଯ୍ୟାୟରେ ୫ ଦିନ ରିମାଣ୍ଡରେ ନେବାକୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟ ଅନୁମତି ଦେଇଛନ୍ତି। ଏହି ସମୟରେ ଗୋପାଳଙ୍କର ନାର୍କୋ ଏବଂ ପଲିଗ୍ରାଫ୍‌ ଟେଷ୍ଟ ହେବ। ଆଜି ତାଙ୍କର ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ସରିଥିଲା। କୋର୍ଟରେ ତାଙ୍କୁ ହାଜର କରିବା ପରେ କ୍ରାଇମବ୍ରାଞ୍ଚ ପୁନଃ ରିମାଣ୍ଡ ପାଇଁ ଆବେଦନ କରିଥିଲା।