BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ସିଆରପିଏଫ ଡିଆଇଜିଙ୍କ କରୋନାରେ ମୃତ୍ୟୁ।

ଭୁବନେଶ୍ୱର,୬।୫(ବ୍ୟୁରୋ): ଭୁବନେଶ୍ୱର ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ଭୁବନେଶ୍ୱର ସିଆରପିଏଫ୍‌ରେ ଏ ପର୍ଯ୍ୟନ୍ତ କରୋନାରେ କାହାର ମୃତ୍ୟୁ ଘଟି ନ ଥିଲା। ଏହା ପ୍ରଥମ ଘଟଣା। ସୁନୀଲଙ୍କ ମୃତ୍ୟୁରେ କ୍ୟାମ୍ପସରେ ଶୋକର ଛାୟା ଖେଳିଯାଇଛି।