BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆସନ୍ତା ସୋମବାର ଠାରୁ କଟକରେ ଦିନ ୨ଟା ପରେ ବନ୍ଦ ରହିବ ଦୋକାନ ବଜାର।

କଟକ,୩୦/୪(ବ୍ୟୁରୋ) : ଟ୍ୱିନ ସିଟିରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ କଟକଣା ଲାଗୁ କରାଯାଉଛି। କରୋନା ସଂକ୍ରମଣ ବୃଦ୍ଧିକୁ ନେଇ କଟକର ସମସ୍ତ ବ୍ୟବସାୟୀ ପ୍ରତିଷ୍ଠାନ ଓ ପୂଜା କମିଟି ଆସନ୍ତା ସୋମବାର ରୁ ୧୮ ତାରିଖ ପର୍ଯ୍ୟନ୍ତ ୧୫ ଦିନ ଯାଏଁ ସକାଳୁ ଅପରାହ୍ନ ୨ଟା ସମସ୍ତ ବ୍ୟବସାୟୀ ପ୍ରତିଷ୍ଠାନ ଖୋଲାରଖିବେ। ଦିନ ୨ଟା ପରେ ସମସ୍ତ ପ୍ରତିଷ୍ଠାନ ବନ୍ଦ ରହିବ। କେବଳ ଔଷଧ ଦୋକାନ ଓ କିଛି ଜରୁରୀକାଳୀନ ସେବା ଜାରି ରହିବ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସିଏମସି ପକ୍ଷରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି।