BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରକ୍ତଦାନ ସେବାର ବକଳ୍ପ ନାହିଁ : ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ-ଓଡ଼ିଶା

କଟକ – ଆନ୍ତର୍ଜାତିକ ରେଡ଼କ୍ରସ ଦିବସ ତଥା ନୋବେଲ ଶାନ୍ତି ବିଜେତା ହେନେରୀ ଡୁନାଣ୍ଟଙ୍କ ଜନ୍ମ ଦିବସ ଅବସରରେ ମାନବୀୟ ସେଵାସଂସ୍ଥା କେନ୍ଦ୍ରୀୟ ରେଡ଼କ୍ରସ ରକ୍ତ ଭଣ୍ଡାର କଟକ ଶାଖା ପକ୍ଷରୁ ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଓ ସଚେତନତା କାର୍ଯ୍ୟକ୍ରମରେ ରାଜ୍ୟର ଅଗ୍ରଣୀ ସାମାଜିକ ସଂଗଠନ ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ-ଓଡ଼ିଶାର ସଂଗଠନ ସମ୍ପାଦକ ଯୁବସମାଜସେବୀ ସୁରଜ ବେହେରା,ଜାତୀୟ ଯୁବ ପ୍ରକଳ୍ପ କଟକ ଶାଖାର ସଂଯୋଜକ ପ୍ରକାଶ ଚନ୍ଦ୍ର ମହାପାତ୍ର ଅନ୍ୟାନ୍ୟ ସ୍ୱେଚ୍ଛାସେବୀ ବର୍ଗ ଏବଂ ବିଭିନ୍ନ ସଂଗଠନ ଏହି କରୋନା ମହାମାରୀ ସମୟରେ ଶିବିରରେ କରୋନା କଟକଣା ପାଳନ ପୁର୍ବକ ଉପସ୍ଥିତ ରହି ରକ୍ତଦାନ କରି ସେଵା ଧର୍ମ ସେଵା କର୍ମ ନ୍ୟାୟକୁ ଚରିତାର୍ଥ କରିଛନ୍ତି । ସ୍ୱେଚ୍ଛାସେବୀ ମାନଙ୍କର ଏପରି ମହନୀୟ କାର୍ଯ୍ୟକୁ ରକ୍ତ ଭଣ୍ଡାରର କାର୍ଯ୍ୟକର୍ତା ଓ ସାଧାରଣରେ ଉଚ୍ଚ ପ୍ରସଂଶା କରାଯାଇଛି ।