BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଟକରେ ଓମିକ୍ରନ୍ ସନ୍ଦିଗ୍ଧ

କଟକ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।  ବ୍ୟକ୍ତି ଜଣଙ୍କ ଜଗତସିଂହପୁରରୁ  କଟକ ଆସିଥିଲେ। ଏପର୍ଯ୍ୟନ୍ତ ବିଦେଶରୁ ଫେରିଥିବା ୧୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପରୀକ୍ଷା କରାଯାଇଛି। କଟକ ମେରିଆ ବଜ଼ାରର ଏକ ପରିବାରରେ ୭ଜଣ ପଜିଟିଭ୍‌ ଆସିଥିବା ସିଡ଼ିଏମଓ ସୂଚନା ଦେଇଛନ୍ତି।  ଦେଶରେ ଏବେ ଓମିକ୍ରନକୁ ନେଇ ଚିନ୍ତା ବଢ଼ିଥିବା ବେଳେ କଟକରେ ଓମିକ୍ରନ ସନ୍ଦିଗ୍ଧ ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇଛି।