BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ହାଇକୋର୍ଟରେ ବଢିବ ବିଚାରପତିଙ୍କ ସ°ଖ୍ୟା

କଟକ ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ ।

ବରିଷ୍ଠ ଆଇନଜୀବୀ ଭି. ନରସିଂହ, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ଶପପଥୀ ଓ ଏମ.ଏସ. ରମଣଙ୍କୁ ବିଚାରପତି ଭାବେ ନିଯୁକ୍ତି ଦିଆଯିବ।