BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କାଲି ଧବଳେଶ୍ବର ପୀଠରେ ୧୪୪ ଧାରା।

କଟକ: ଆସନ୍ତା କାଲି ପବିତ୍ର ମକର ସ°କ୍ରାନ୍ତି। ମକର ସଂକ୍ରାନ୍ତିରେ ଭିଡ଼କୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଠଗଡର ଧବଳେଶ୍ଵର ମନ୍ଦିରରେ ଧାରା ୧୪୪ ଲାଗୁ କରାଯାଉଛି। ଏନେଇ ସୂଚନା ଦେଇଛନ୍ତି ଆଠଗଡର ଉପ-ଜିଲ୍ଲାପାଳ ଅଜମ୍ବର ମହାନ୍ତି। ସେ କହିଛନ୍ତି ଯେ ଏହି ଦିନରେ ପୂଜାପାଠ କରିବା ପାଇଁ ଅଧିକ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇପାରେ। ଯାହା ଫଳରେ କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି। ତେବେ ଏହି ସମୟ ମଧ୍ୟରେ ମନ୍ଦିର ନଯିବାକୁ ଶ୍ରୀ ମହାନ୍ତି ଜନସାଧାରଣଙ୍କୁ ନିବେଦନ କରିଛନ୍ତି।