BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ଅବପାତର ରୁପନେବ ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ ପରିଣତ ହେବା ନେଇ ଆଶଙ୍କା ରହିଛି । ଏହା ପୂର୍ବରୁ ଆଜି ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ଆସିବ । ୧୦ ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ତେବେ ବାତ୍ୟା ଏତେଟା ଶକ୍ତିଶାଳୀ ହେବନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।