BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଢୁଛି ସ°କ୍ରମଣ, ଭୟଭୀତ ହୁଅନାହିଁ

ନୂଆଦିଲ୍ଲୀ,୨ ।୧: ରାଜଧାନୀରେ ବଢି ଚାଲିଥିବା କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ପଛରେ ପକାଇ ଦେଇଛି । ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି ସତ । କିନ୍ତୁ ଏହାକୁ ନେଇ କିଛି ଭୟଭୀତ ହେବାର ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ସେ କହିଛନ୍ତି ରାଜଧାନୀରେ ଏବେ ସକ୍ରିୟ ଅଛନ୍ତି ୬୩୬୦ଜଣ ସଂକ୍ରମିତ । ରବିବାର ସୁଦ୍ଧା ଗତ ୨୪ ଘଣ୍ଟାରେ ସର୍ବାଧିକ ୩୧୦୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ହେଲେ ହସ୍ପିଟାଲରେ ମାତ୍ର ୨୪୬ ଜଣ ଚିକିତ୍ସିତ ହେଉଛନ୍ତି ବୋଲି କେଜରିୱାଲ କହିଛନ୍ତି । ତେଣୁ ଏଥରର କରୋନାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି ବେଳେ ବେଳେ କୌଣସି ଲକ୍ଷଣ ବି ଦେଖା ନ ଯାଇ ଜଣେ ବ୍ୟକ୍ତି କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେଉଛନ୍ତି ।