BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କେଜରିଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୨: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌୍ କରି ସେ ନିଜେ ଏହି ସୂଚନା ଦେଇଛନ୍ତି । ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବାରୁ ସେ ଟେଷ୍ଟ କରାଇଥିଲେ । ଏବେ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ସେ ଏବେ ନିଜକୁ ଘରେ ଆଇସୋଲେଟ କରି ନେଇଛନ୍ତି । ସୂଚନାଯୋଗ୍ୟ, ରାଜଧାନୀ ଦିଲ୍ଲୀରେ କରୋନା ପୁଣି ଉପରମୁହାଁ ହୋଇଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢିବାରେ ଲାଗିଛି ।