BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬/୧ : ଆଜି ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଥମ ଥର ଲାଗି ଏକ ସଂଗେ ବାୟୁସେନାର ୭୫ଟି ବିମାନ ଫ୍ଲାଇ ପାଷ୍ଟ ପ୍ରଦଶନ କରି ୭୫ ବର୍ଷର ସ୍ୱାଧୀନତାର ସ୍ମୃତି ଚାରଣ କରିଛନ୍ତି। ଏଥିରେ ରାଫେଲ, ସୁଖୋଇ, ଜାଗୁଆର, ଏମଆଇ-୧୭, ସାରଙ୍ଗ, ଆପାଚି, ଡାକୋଟା ଓ ଅତ୍ୟାଧୁନିକ ବିମାନ ସାମିଲ ହୋଇଥିଲେ। ଅନୁଷ୍ଠିତ ପରେଡରେ ତିନି ସେନା ସମେତ ଡିଆରଡିଓ ଓ ଅନ୍ୟାନ୍ୟ ପ୍ରମୁଖ ସଂଗଠନର ପ୍ରଦର୍ଶନୀ ମେଢ଼ ସେମାନଙ୍କର କଳାକୌଶଳ ପ୍ରଦର୍ଶନ କରିଥିଲେ।