BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଢିପାରେ ବିଧାୟକଙ୍କ ଦରମା

ନୂଆଦିଲ୍ଲୀ,୬ ।୫: ରାଜଧାନୀ ଦିଲ୍ଲୀରେ ଖୁବଶୀଘ୍ର ବିଧାୟକଙ୍କ ଦରମା ବଢିଯାଇପାରେ । ଦିଲ୍ଲୀ ବିଧାନସଭାର ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜରୀ ପ୍ରଦାନ କରିଛନ୍ତି । ଏବେ ୧୧ ବର୍ଷ ପରେ ବିଧାୟକଙ୍କ ଦରମା ବୃଦ୍ଧି କରାଯାଉଛି । ବିଧାୟକଙ୍କ ଦରମା ବ୍ୟତୀତ ଅନ୍ୟ ଭତ୍ତା ବି ବୃଦ୍ଧି କରାଯିବ । ଏହା ପୂର୍ବରୁ ୨୦୧୫ରେ ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କୁ ଦରମା ବଢାଇବାର ପ୍ରସ୍ତାବ ପଠାଇଥିଲେ । ହେଲେ ସେତେବେଳେ ଏହାକୁ ମଞ୍ଜୁରୀ ମିଳି ନ ଥିଊର । ଏବେ ଦିଲ୍ଲୀ ସରକାର ଦ୍ୱିତୀୟ ଥର ଏହାକୁ ପଠଇବାରୁ ଏହା ମଞ୍ଜୁରୀ ପ୍ରାପ୍ତ ହୋଇଛି । ସେତେବେଳେ ଏହାକୁ ମଞ୍ଜରୀ ପ୍ରଦାନ କରାଯାଇ ନ ଥିଲା । ଦିଲ୍ଲୀ ବିଧାନସଭାର ଆଗାମୀ ଅଧିବେଶନରେ ଏହି ବର୍ଦ୍ଧିତ ବିଲ ଆଣାଯିବ ।