BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦିଲ୍ଲୀ ପରିସ୍ଥିତି ଅଣାୟତ। ସିବିଏସଇ ପରୀକ୍ଷା ବନ୍ଦ ପାଇଁ ଦାବି କଲେ କେଜିରୱ।ଲ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଅଣାୟତ ହେଉଥିବା ବେଳେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିବାରେ ଲାଗିଛି। ମଙ୍ଗଳବାର ଦିଲ୍ଲୀରେ ୧୩ହଜାର ୫ଶହ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସିବିଏସ୍‌ଇ ପରୀକ୍ଷା ବାତିଲ କରିବା ପାଇଁ କେନ୍ଦ୍ରସରକାରଙ୍କୁ ଦାବି କରିଛନ୍ତି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ବହୁ ଭୟାବହ ହୋଇଥିବା ବେଳେ ଏହା ଯୁବଗୋଷ୍ଠୀ ଓ ପିଲାଙ୍କୁ ବହୁମାତ୍ରାରେ ସଂକ୍ରମିତ କରୁଛି। ସିବିଏସ୍‌ଇ ପରୀକ୍ଷା ଆୟୋଜିତ ହେଲେ ଏଥିରେ ୬ଲକ୍ଷ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଥିବା ବେଳେ ଏଥିରେ ୧ଲକ୍ଷ ଶିକ୍ଷୟତ୍ରୀ ଶିକ୍ଷକ ସାମିଲ ହେବେ। ଯାହା ସବୁଠାରୁ ବିପଦଜନ୍ନକ ଏବଂ ଏହି ପରୀକ୍ଷା ଯୋଗୁ କରୋନା ଦ୍ରୁତଗତିରେ ବ୍ୟାପିପାରେ। ତେଣୁ ଏହି ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରସରକାରଙ୍କ ନିକଟରେ ଦାବି କରିଛନ୍ତି।