BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦିଲ୍ଲୀ ୭ ଦିନ ଲକଡାଉନ୍।

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲୋକେ ୨୬ ଏପ୍ରିଲ୍‌ ପର୍ଯ୍ୟନ୍ତ ଘରେ ବନ୍ଦୀ ରହିବେ। ଘରୁ ବାହାରକୁ ବାହାରିବା ପାଇଁ କଟକଣା ଜାରି ହୋଇଛି। ତେବେ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ପୂର୍ବପରି କାର୍ଯ୍ୟ କରିବ ବୋଲି ସରକାର ସୂଚନା ଦେଇଛନ୍ତି। ସୋମବାର ମଧ୍ୟରାତ୍ରରୁ ଏହି କଟକଣା ଲାଗୁ କରାଯିବ। ଏନେଇ ଏକ କଣ୍ଟ୍ରୋଲ୍‌ ରୁମ୍‌ ସ୍ଥାପନ ହୋଇଛି। ଏହା ସହିତ ତଥ୍ୟ ସମ୍ପର୍କରେ ଟିକିନିଖି ବିବରଣୀ ପାଇଁ ନୋଡ଼ାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଛି।