BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ତୁରନ୍ତ ପେନସନ ଦେବାପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧୨: ଚାକିରିରୁ ଅବସର ନେବା ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବି.ଭି.ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ୨୦୧୯ ଅଗଷ୍ଟ ୨୯ରେ କେରଳ ହାଇକୋର୍ଟଙ୍କ ଏକ ଖଣ୍ଡପୀଠ ଏହି ମାମଲାକୁ ଖାରଜ କରିଦେଇଥିଲେ। ଆବେଦନକର୍ତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ।

କୋଚିନ୍‌ ୟୁନିଭରସିଟି ଅଫ୍‌ ସାଇନ୍ସ୍‌ ଆଣ୍ଡ ଟେକ୍ନୋଲୋଜି ପକ୍ଷରୁ ପେନସନ୍‌ରେ ଅନିୟିତତା ଯୋଗୁ ଏହି ମାମଲା ଦାଖଲ କରାଯାଇଥିଲା।