BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବାତିଲ ହେଲା ଚାରିଧାମ ଯାତ୍ରା।

ଡେରାଡୁନ୍‌,୨୯ା୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ ସରକାର ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥକୁ ୪ ଧାମ୍‌ ଯାତ୍ରା ବାତିଲ କରିଛନ୍ତି। ଗୁରୁବାର ସରକାରଙ୍କ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି। ମେ ମାସରେ ଏହି ଯାତ୍ରା ଆରମ୍ଭ ହେବାକୁ ଥିଲା। ଭାରତରେ କରୋନର ଦ୍ୱିତୀୟ ଲହର ଜାରିଥିବା ସତ୍ତ୍ୱେ କୁମ୍ଭମେଳା ଆୟୋଜନକୁ ନେଇ ଉତ୍ତରାଖଣ୍ଡ ହାଇକୋର୍ଟ ତିରଥ ସିଂ ରାଓ୍ବତଙ୍କ ସରକାରକୁ ଭର୍ତ୍ସନା କରିବା ପରେ ଚାର୍‌ ଧାମ ଯାତ୍ରା ବାତିଲ କରାଯାଇଛି। ଏହି ସମୟରେ କେବଳ ପୂଜକ ଉପସ୍ଥିତ ରହି ନୀତିକାନ୍ତି କରିବେ ବୋଲି କୁହାଯାଇଛି।