BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଢେ଼ଙ୍କାନାଳରେ ସ୍ମାର୍ଟ କାର୍ଡ ବଣ୍ଟନ

ଢେଙ୍କାନାଳ ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏହି ଯୋଜନା ସମଗ୍ରଦେଶ ପାଇଁ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲିକ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଡା. ନୃସିଂହ ଚରଣ ସାହୁ, ବିଧାୟିକା ସୀମାରାଣୀ ନାୟକ, ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।