BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ଡିଷ୍ଟ୍ରିକ୍ଟ ସେର ପୂଜା କମିଟି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଡଷ୍ଟ୍ରିକ୍ଟ ସେର ପୂଜା କମିଟି ପକ୍ଷରୁ ଭସାଣି ମହୋତ୍ସବ ଅବସରରେ ସ୍ୱାଗତ ସମ୍ବର୍ଦ୍ଧନା ମହୋତ୍ସବ ଦୁର୍ଗା ମଣ୍ଡପ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ଉର ଭୁବନେଶ୍ୱର ଭସାଣି ଉତ୍ସବରେ ଉର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଳରୁ ପ୍ରାୟ ୨୩ ଟି ମେଢ ଅଂଶଗ୍ରହଣ କରିଥିଲେ । କ୍ଲବଟାଉନ୍ ପାଖ ମେଳଣ ପଡିଆଠାରୁ ମେଢ଼ ଗୁଡିକ ବାହାରି ଡମଣା ଛକ, ନାଲକୋ ଛକ, ଆଚାର୍ଯ୍ୟ ବିହାର ହୋଇ କୁଆଖାଇ ନଦୀ ଅଭିମୁଖେ ଯାତ୍ରା କରିଥିଲେ । ଡିଷ୍ଟ୍ରିକ୍ଟ ସେର ପାଖରେ ପହିବା ପରେ ଡିଷ୍ଟ୍ରିକ୍ଟ ସେର ପୂଜା କମିଟି ତରଫରୁ ଉକ୍ତ ମେଢ ଓ କମିଟିର ସଦସ୍ୟ ମାନଙ୍କୁ ସ୍ୱାଗତ କରାଯିବା ସହ କମିଟିର ସଭାପତି ଓ ସମ୍ପାଦକଙ୍କୁ ଉରୀୟ, ପୁଷ୍ପମାଲ୍ୟ ଓ ମିଠା ହାଣ୍ଡି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥି ସହିତ ଜୋନ୍ ୬ ର ଏସିପି ରମେଶ ଚନ୍ଦ୍ର ବିଶୋଇ, ଚନ୍ଦ୍ରଶେଖରପୁର ଥାନା ଅଧିକାରୀ ପ୍ରକାଶ ଚନ୍ଦ୍ର ମାଝୀ, ଇମ୍ଫୋସିଟି ଥାନା ଅଧିକାରୀ ସମିତା ମିଶ୍ର, କର୍ପୋରେଟର ମିହିର କୁମାର ରାଉତ, ବିଳ୍ପବ କୁମାର ବେହେରା, ସାମ୍ବାଦିକ ସୁକାନ୍ତ କୁମାର ରାଉତ ଓ ଅନ୍ୟାନ୍ୟ ବିଶିଷ୍ଠ ବ୍ୟକ୍ତି ବିଶେଷ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଡଷ୍ଟ୍ରିକ୍ଟ ସେର ପୂଜା କମିଟିର ସଭାପତି ଲାୟନ୍ସ ବିଶ୍ୱନାଥ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥିଭାବେ ଯୁବନେତା, ବିଜେଡି ଜିଲ୍ଲା ସମ୍ପାଦକ ତଥା ସମାଜସେବୀ ମନୋଜ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଆଇନଜିବୀ ସମରେନ୍ଦ୍ର ସାହୁ ମ ପରିଚାଳନା କରିଥିଲେ । କମିଟି ତରଫରୁ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା ।