BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅପ୍ରେଲ ୨୨ରୁ ବିପିୟୁଟି ପରୀକ୍ଷା।

ଭୁବନେଶ୍ବର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ଦ୍ବାରା ପରିଚାଳତି ଇଞ୍ଜିନିୟରିଂ ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ଅଫଲାଇନ୍‌ ପରୀକ୍ଷା ୨୨ ଏପ୍ରିଲରୁ ଆରମ୍ଭ ହେବ। ଏନେଇ ଶନିବାର ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ବି.ଟେକ୍, ବି.ପ୍ଲାନ୍ ଏବଂ ବି.ଫାର୍ମା, ବି.ଆର୍କ, ଇଣ୍ଟିଗ୍ରେଟେଡ ଏମବିଏ, ଏମବିଏ (ପାର୍ଟ ଟାଇମ୍), ଏମସିଏ, ଏମ. ଆର୍କ ଏବଂ ଇଣ୍ଟିଗ୍ରେଟେଡ ଏମ.ଏସସି ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ପରୀକ୍ଷା ହେବ। ଏମ୍‌ବିଏ, ଏମ.ଆର୍କ, ଏମ. ଫାର୍ମା, ଏମ.ଟେକ୍ ଏବଂ ଏମ.ଏସସିର ପ୍ରଥମ ସେମିଷ୍ଟର ପରୀକ୍ଷା କୋଭିଡ କଟକଣା ଭିତରେ କରାଯିବ। ପରୀକ୍ଷା ସଂକ୍ରାନ୍ତ ସମସ୍ତ ବିବରଣୀ ବିପିୟୁଟି ୱେବସାଇଟ (www.bputexam.in)ରେ ଅପଲୋଡ କରାଯାଇଛି।