BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବନ୍ଦ ହେଲା ନବମ ଓ ଏକାଦଶ ଶ୍ରେଣୀ ସ୍କୁଲ ପାଠପଢ଼ା।

ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି କ୍ରମରେ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ସ୍ଥିର କରିଛନ୍ତି। କରୋନା ସଂକ୍ରମଣ ସ୍ଥିତିକୁ ଦେଖି ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା କାଲିଠାରୁ ଏହି ନିଷ୍ପତ୍ତି ଲାଗୁ ହେବ। ସମସ୍ତ ସରକାରୀ, ଘରୋଇ ଓ ଅନୁଦାନ ପ୍ରାପ୍ତ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ। ତେବେ ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଳାସ ବନ୍ଦ ରହିବ।  ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦେଶ ଦିଆଯାଇଛି। ତେବେ ପୂର୍ବ ନିଷ୍ପତ୍ତି ଅନୁସାରେ ଏପ୍ରିଲ ୨୫ ପର୍ଯ୍ୟନ୍ତ ଦଶମ ଓ ଦ୍ବାଦଶ ଶ୍ରେଣୀରେ ପାଠପଢା ଜାରି ରହିବ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ମଧ୍ୟ ସେମା​​‌ନଙ୍କର ପରୀକ୍ଷା ଅନୁଷ୍ଠିତ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।