BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜୁନ ୧ରୁ ଅନଲାଇନ ପାଠପଢା ଆରମ୍ଭ।

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍‌ ୧ରୁ ଅନ୍‌ଲାଇନ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।

ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ ନାହିଁ। ଏହା ବ୍ୟତୀତ ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ହଷ୍ଟେଲଗୁଡ଼ିକ ବନ୍ଦ ରହିବ। ୟୁଜିସି ପକ୍ଷରୁ ସୂଚନା ପାଇବା ପରେ ପରୀକ୍ଷା କାର୍ଯ୍ୟସୂଚୀ ଜଣାଇ ଦିଆଯିବ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମେ’ ୫ରୁ ୩୧ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ।