BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସରିଲା ଦଶମ ପରୀକ୍ଷା, ଆଜି ପ୍ରାଟିକାଲ ଓ ମଧ୍ୟମା ପରୀକ୍ଷା

କଟକ , ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା। ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ଶନିବାର ପ୍ରାକ୍ଟିକାଲ ଏବଂ ମଧ୍ୟମା ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷାର ପ୍ରଥମ ଦିନରେ ୨, ଦ୍ୱିତୀୟ ଦିନରେ ଜଣେ ଏବଂ ତୃତୀୟ ଦିନରେ ୧୦ ଜଣ କପି କରି ଧରା ପଡିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ସେହିପରି ତୃତୀୟ ଦିନରେ ଜିଲାର ୩୨,୩୭୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୦,୨୨୩ ପରୀକ୍ଷା ଦେଇଥିଲେ ବୋଲି ଜିଲା ଶିକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି।