BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଖୁବଶୀଘ୍ର ବାଜିପାରେ ପୌର ନିର୍ବାଚନ ବିଗୁଲ

ଭୁବନେଶ୍ୱର,(ବ୍ୟୁରୋ):ପୌର ନିର୍ବାଚନ ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି କାର୍ଯ୍ୟ। ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ୧୦ ତାରିଖ ଦିନ ସକାଳ ୧୧ଟା ୩୦ ମିନିଟ୍ ରେ ଗୀତ ଗୋବିନ୍ଦ ସଭାଗୃହରେ ବୈଠକ ଅନୁଷ୍ଠିତ ହେବ । ପୌର ପରିଷଦ/ନିଗମ ଗୁଡ଼ିକର ନିର୍ବାଚନ ଅବାଧ ଓ ନିରପେକ୍ଷ ପାଇଁ ଏହି ବୈଠକ କରାଯିବ । ସର୍ବଦଳୀୟ ବୈଠକରେ ଦଳୀୟ ପ୍ରତିନିଧିଙ୍କ ସହିତ ବିଚାର ବିମର୍ଶ ହେବ ।