BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ସମସ୍ତ ହୋଡି°ରୁ ଉଠିବ ନେତା ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ ନେତା, ମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥି ସହିତ ସମସ୍ତ ସରକାରୀ ଗାଡ଼ିରୁ ମଧ୍ୟ ନେତା ଏବଂ ମନ୍ତ୍ରୀଙ୍କ ଫଟୋ ହଟାଇବାକୁ କୁହାଯାଇଛି । ଏ ନେଇ ନିର୍ବାଚନ ଆୟୋଗ ସମସ୍ତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।