BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପିପିଲିରେ ରୁଦ୍ରଙ୍କ ବାଜିମାତ୍।

ପୁରୀ ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ ରଖିଛନ୍ତି। ୨୬ ରାଉଣ୍ଡ ଗଣତି ଶେଷ ହେବା ବେଳକୁ ବିଜେଡିର ରୁଦ୍ର ପ୍ରତାପ ୨୦,୬୨୨ ଭୋଟରେ ଭାଜପାର ଆଶ୍ରିତ ପଟ୍ଟନାୟକଙ୍କୁ ହରାଇ ଦେଇଛନ୍ତି। ରୁଦ୍ର ୯୬୩୯୨ ଭୋଟ ପାଇଥିବା ବେଳେ ଭାଜପାର ଆଶ୍ରିତ ପଟ୍ଟନାୟକ ୭୫୭୭୦ ଭୋଟ ପାଇଛନ୍ତି। କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ମାତ୍ର ୪,୨୩୭ ଖଣ୍ଡ ଭୋଟ ମିଳିଛି।

ଫଳାଫଳ ଘୋଷିତ ନ ହୋଇ ଥିଲେ ମଧ୍ୟ ପିପିଲି ବିଜେଡି କାର୍ଯ୍ୟାଳୟ ଆଗରେ କର୍ମୀ ଏବଂ ଜନସାଧାରଣ ବାଜା ବଜାଇ ନାଚିବା ସହ ରଙ୍ଗ ଖେଳି ଉତ୍ସବ ମନାଉଛନ୍ତି।