BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ପ୍ରାର୍ଥୀପତ୍ର ଦାଖଲକଲେ କ°ଗ୍ରେସ ପ୍ରାର୍ଥୀ ବିଶ୍ବକେଶନ।

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ସମୟରେ ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ, ବିଧାୟକ ସୁରେଶ ରାଉତରାୟଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ହେବାର ଥିଲା। ହେଲେ ୧୪ ତାରିଖରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତଙ୍କ ଦେହାନ୍ତ ପରେ ନିର୍ବାଚନ କମିଶନ ସାନି ନିର୍ବାଚନ ତାରିଖ ଘୋଷଣା କରିଥିଲେ। ମେ ୧୩ ତାରିଖରେ ଭୋଟ ହେବା ଲାଗି ତାରିଖ ସ୍ଥିର ହୋଇଥିଲା। ହେଲେ ପୁଣି ନିର୍ବାଚନ କମିଶନ ମେ ୧୬ରେ ପିପିଲି ଉପନିର୍ବାଚନ ଲାଗି ତାରିଖ ସ୍ଥିର କରିଛନ୍ତି।