BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଦୁଇଟି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ।

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ ୬୯ଟି ଆସନ ପାଇଁ ୨୧,୧୧୨ ବୁଥ୍‌ରେ ଗୁରୁବାର ଚାଲିଛି ମତଦାନ। ସନ୍ଧ୍ୟା ୫ଟା.୩୦ ସୁଦ୍ଧା ପଶ୍ଚିମବଙ୍ଗରେ ୮୦.୪୩ ପ୍ରତିଶତ ଓ ଆସାମରେ ୭୩.୦୩ ପ୍ରତିଶତ ମତଦାନ ହୋଇଛି।