BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମାଟ୍ରିକ ପରୀକ୍ଷା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା

ଭୁବନେଶ୍ୱର : ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ଚାଲିବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଏଥିସହ ସମସ୍ତ କେନ୍ଦ୍ରରେ ସିସିଟିଭି ଲଗାଇବା ପାଇଁ ନିଷ୍ପତ୍ତି ହୋଇଛି। ଜିଲା ପ୍ରଶାସନ ଏନେଇ ସହଯୋଗ କରିବା ପାଇଁ ଆଲୋଚନା ହୋଇଛି। ଶାନ୍ତିଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିବା ସହ ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି।