BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପଞ୍ଚାୟତ ନିର୍ବାଚନ ପାଇଁ ବଢିଲା ଅଡ଼ୁଆ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ହେବ। ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ରାଜ୍ୟ ସରକାର ଜଣାଇଛନ୍ତି। ଏହାପରେ ଜାନୁୟାରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ଜାନୁୟାରୀ ୫ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୭ରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ସରକାର ଚୂଡ଼ାନ୍ତ ତାଲିକା ଦେବେ । ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।.