BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବର୍ଷାରେ ବୁଡିଗଲା ଧାନବିଲ,

ଗଞ୍ଜାମ,୧୩।୧୧(ବ୍ୟୁରୋ): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ ରାତି ତମାମ ବର୍ଷା ଫଳରେ ଧାନ ଚାଷ ଜମି ଗୁଡିକ ଜଳମଗ୍ନ ରହିଥିବା ଦେଖିବାକୁ ମିଳିଛି l ବିଶେଷ କରି ପୁଇଁତୋଳା, ଝଡକୁଦା, ଲକ୍ଷ୍ମୀପୁର, ପାଳିବନ୍ଧ, କାଇଁଚପୁର, କଲ୍ୟାଣପୁର ଆଦି ଗ୍ରାମର ଚାଷ ଜମି ପ୍ରଭାବିତ ହୋଇଛି l ବର୍ଷା ଯଦି ଲାଗି ରହେ ତା’ହେଲେ ଧାନ ଗଛ ପଚିଯିବାର ଯଥେଷ୍ଟ ସମ୍ଭାବନା ରହିଛି l ଏଣୁ ଗଞ୍ଜାମ ଅଞ୍ଚଳର ଚାଷୀ ଚିନ୍ତାରେ ପଡିଯାଇଛନ୍ତି l ତେଣୁ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ କ୍ଷତି ପୂରଣ ଦେବାକୁ ଦାବି ହୋଇଛି l