BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜନ୍ମାଷ୍ଟମୀ ମହୋତ୍ସବରେ ଯୋଗଦେଲେ ରାଜ୍ୟପାଳ

ଭୁବନେଶ୍ଵର: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଜନ୍ମାଷ୍ଟମୀ ମହୋତ୍ସବରେ ଯୋଗଦେଇଛନ୍ତି। ଚଳିତ ଅଗଷ୍ଟ ୧୬ ତାରିଖ ସନ୍ଧ୍ୟାରେ ଗୌରହରି ସେବା ଟ୍ରଷ୍ଟ ଭୁବନେଶ୍ଵର ଆନୁକୁଲ୍ୟରେ ଆୟୋଜିତ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବରେ ରାଜ୍ୟପାଳ ଡ. କମ୍ଭମପାଟି ଏବଂ ସହଧର୍ମିଣୀ ଓଡ଼ିଶାର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମପାଟି ରାଧାକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିବା ସହ ରାଜ୍ୟବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ତଥା ରାଜ୍ୟର ପ୍ରଗତି ପାଇଁ ପ୍ରାର୍ଥନା କରିଥିଲେ।

ଏପରି ମହୋତ୍ସବ ମାଧ୍ୟମରେ ସମାଜରେ ଭକ୍ତି ଭାବ, ସାଂସ୍କୃତିକ ସମନ୍ବୟ ଏବଂ ସଦଭାବନା କୁ ପ୍ରୋତ୍ସାହିତ କରିବା ଦିଗରେ ଆୟୋଜକମାନଙ୍କର ଉଦ୍ୟମକୁ ରାଜ୍ୟପାଳ ପ୍ରଶଂସା କରିଥିଲେ।