BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜି ପ୍ରାର୍ଥୀପତ୍ର ଜାଞ୍ଚ ହେବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ସରିଯାଇଛି। ନାମାଙ୍କନ ଦାଖଲ ପରେ ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି । ସେହିଦିନ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।
ୱାର୍ଡ ସଭ୍ୟ ପାଇଁ ୧ ଲକ୍ଷ ୬୨ ହଜାର ୨୯୭ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସରପଞ୍ଚ ପାଇଁ ୩୪ ହଜାର ୬୧୩ ଜଣ ଦାଖଲ କରିଛନ୍ତି । ସେହିପରି ସମିତି ସଭ୍ୟ ପାଇଁ ୨୮ ହଜାର ୧୫୩ ଜଣ ଓ ଜିଲା ପରିଷଦ ସଭ୍ୟ ପାଇଁ ୩ ହଜାର ୯୯୯ ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।