BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଖୁବଶୀଘ୍ର ଘୋଷଣା ହେବ ପଞ୍ଚାୟତ ନିର୍ବାଚନ ତାରିଖ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ତେବେ ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।