BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିସ୍ଥଗିତ ରହିବ

  • ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବା ଜନ ସାଧାରଣଙ୍କ ଆପତ୍ତି ଅଭିଯୋଗ, ପରବର୍ତ୍ତୀ ଜନ ଶୁଣାଣି ଶିବିରରେ ଗ୍ରହଣ କରାଯିବ

  • ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର:  ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ରହିବ। ୟୁନିଟ-୨, ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବା ଜନ ସାଧାରଣଙ୍କ ଆପତ୍ତି ଅଭିଯୋଗ, ପରବର୍ତ୍ତୀ ଜନ ଶୁଣାଣି ଶିବିରରେ ଗ୍ରହଣ କରାଯିବ।ପରବର୍ତ୍ତୀ ଜନ ଶୁଣାଣିର ସମୟ ଓ ତାରିଖ ଜନ ସାଧାରଣଙ୍କ ଅବଗତି ନିମନ୍ତେ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।