BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଜର୍ମାନୀ ହକି ବିଶ୍ବକପ୍ ଚମ୍ପିଆନ୍

ଭୁବନେଶ୍ୱର : ଜର୍ମାନୀ ହକି ବିଶ୍ୱକପ୍‌ ୨୦୨୩ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ୫-୪ ଗୋଲ୍‌ରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୩-୩ ଗୋଲ୍‌ରେ ସୀମିତ ରହିଥିଲେ। ଫଳରେ ଫଳାଫଳ ପାଇଁ ସୁଟଆଉଟ ସହାୟତା ନିଆଯାଇଥିଲା। ଏଥିରେ ଜର୍ମାନୀ ବାଜିମାରିଥିଲା। ଗତ ଚାମ୍ପିଅନ ବଲେଜିୟମକୁ ୫-୪ ଗୋଲ୍‌ରେ ପରାସ୍ତ କରି ପୁରୁଷ ହକି ବିଶ୍ବକପ ଜିତିଛି ଜର୍ମାନୀ।
ସେହିପରି ୩ୟ ସ୍ଥାନ ପାଇଁ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ ୩-୧ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଏହି ବ୍ରୋଞ୍ଜ ପଦକ ଜିତିଛି।