BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ହକି ବିଶ୍ବକପ୍ ପାଇଁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ବର : ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତେବେ ହକି ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଟ୍ରାଫିକ୍‌ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ନେଇ ଜଣାପଡିଛି। ତେବେ ଟ୍ରାଫିକ୍‌ ପରିଚାଳନା ପାଇଁ ୫ ଜଣ ଡିଏସ୍‌ପିଙ୍କ ଅଧୀନରେ ୧୮ ଏସ୍‌ଆଇ, ୧୫ ଜଣ ଏଏସ୍‌ଆଇ ନିୟୋଜିତ ରହିବେ। ଏଥିସହ ୫ ଜଣ ଡିଏସ୍‌ପିଙ୍କୁ ବିଭିନ୍ନ ଅଞ୍ଚଳରେ ନିୟୋଜିତ କରାଯିବ। ବେଆଇନ ପାର୍କିଂ, ଟ୍ରାଫିକ୍‌ ସମସ୍ୟା ଯେପରି ନ ଉପୁଜିବ ସେନେଇ ବ୍ୟବସ୍ଥା କରାଯାଇଛି।