BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଟକ ସହରରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌

ଭୁବନେଶ୍ୱର : କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି ବୋଲି ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍‌ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା ଅଞ୍ଚଳରେ ଏହି ପ୍ରତିବନ୍ଧ ଲାଗୁ କରାଯାଇଛି ।