BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଇପିଏଲ ନିଲାମରେ ଓଡ଼ିଶାର ୫ ଖେଳାଳି

ଭୁବନେଶ୍ୱର, ୨୩ା୧ ( ବ୍ୟୁରୋ)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମ ତାଲିକାରେ ଓଡ଼ିଶାର ୫ କ୍ରିକେଟର ସ୍ଥାନ ପାଇଛନ୍ତି। ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ଅଭିଷେକ ରାଉତ, ବିକାଶ ରାଉତ, ଜୟନ୍ତ ବେହେରା ଓ ରାଜେଶ ମହାନ୍ତି। ଏହି ଖେଳାଳିମାନେ ସୟଦ ମୁସ୍ତାକ ଅଲି ଓ ବିଜୟ ହଜାରେ ଟ୍ରଫି ୨୦୨୨ରେ ଭାଗ ନେଇଥିଲେ। ଓସିଏ ପକ୍ଷରୁ ସେମାନଙ୍କ ନାମ ସୁପାରିସ କରାଯାଇଥିଲା। ଯାଞ୍ଚ ପରେ ଆଇପିଏଲ ନିଲାମ ତାଲିକାରେ ସ୍ଥାନ ପାଇଥିବାରୁ ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଖେଳାଳିଙ୍କ ଶୁଭକାମନା କରିଛନ୍ତି।