BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେଲେ ସତ୍ୟଜିତ ମହାନ୍ତି।

ଭୁବନେଶ୍ୱର,୧ା୨(ବ୍ୟୁରୋ): ୧୯୮୮ ବ୍ୟାଚ ଆଇପିଏସ୍‌ ଅଫିସର ସତ୍ୟଜିତ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସତ୍ୟଜିତ ଏବେ ଅଗ୍ନିଶମ, ହୋମଗାର୍ଡ ଡିଜି ଭାବେ କାର୍ଯ୍ୟ କରୁଛନ୍ତି। ୬୨ ବର୍ଷ ଯାଏ ସେ ଓପିଏସସି ଅଧ୍ୟକ୍ଷ ପଦବୀରେ ରହିବେ। ଓପିଏସସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବିଭୂତି ଭୁଷଣ ପଟ୍ଟନାୟକ କାର୍ଯ୍ୟ କରୁଛନ୍ତି।