BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଇଟି ଅଫିସରଙ୍କ ଘରୁ ଲୁଟ୍, ସହିଦ ନଗର ଥାନାରେ ଅଭିଯୋଗ

ଭୁବନେଶ୍ବର: ସହିଦ ନଗରରେ ରହୁଥିବା ଜଣେ ଆଇଟି ଅଫିସରଙ୍କ ଘରୁ ଲୁଟ୍ ହୋଇଥିବା ସୂଚନା ମିଳିଛି। ଦୁର୍ବୃତ୍ତମାନେ ତାଙ୍କ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କର ଲୁଟି ନେଇଥିଲେ।  ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟ୍ ହୋଇଥିବା ନେଇ ଆଇଟି ଅଫିସର ସହିଦ ନଗର ଥାନାରେ ଅଭିଯୋଗ କରିଛନ୍ତି। ଜନଗହଳିପୂର୍ଣ୍ଣ ସହିଦନଗର ଅଞ୍ଚଳରୁ ଦୁର୍ବୃତ୍ତମାନେ ଜଣେ ଆଇଟି ଇଞ୍ଜିନିୟରଙ୍କ ଘରୁ ଲୁଟି ନେଥିବା ଅଭିଯୋଗ ମିଳିବା ପାଇବା ପରେ ଲୁଟେରାମାନଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଖୁବ ଶୀଘ୍ର ଲୁଟେରାମାନଙ୍କୁ ଗିରଫ କରାଯିବ ବୋଲି ପୁଲିସ ସୂଚନା ଦେଇଛି।