BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଧର୍ମପ୍ରାଣା ମହିଳାଙ୍କ ପରଲୋକ

ଭୁବନେଶ୍ୱର,୧୯ା୭ ; ଅବସରପ୍ରାପ୍ତ ସୁନାମଧନ୍ୟ ଶିକ୍ଷକ ନାରାୟଣ ଚନ୍ଦ୍ର ଦାସଙ୍କ ଧର୍ମପତ୍ନୀ ସତ୍ୟଭାମା ଦାସଙ୍କର ୭୫ ବର୍ଷ ବୟସରେ ଜଗତସିଂପୁର ଜିଲ୍ଲା ଅର୍ନ୍ତଗତ ଚକୁଳିପଡା ଗ୍ରାମ ସ୍ଥିତ ବାସଭବନରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁତ୍ର ନିଗମାନନ୍ଦ ଦାସ, ପ୍ରଜ୍ଞାନନ୍ଦ ଦାସ,ଚିଦାନନ୍ଦ ଦାସ ଓ ଝିଅ ସଂଘମିତ୍ରା ଦାସ ଏବଂ ପୁତ୍ରବଧୁ, ନାତି, ନାତୁଣୀ ମାନେ ଉପସ୍ଥିତ ଥିଲେ । ଶ୍ରୀମତୀ ଦାସ ଜଣେ ଧର୍ମପ୍ରାଣା, ମିଷ୍ଟଭାଷୀ, ମେଳାପୀ, ପରୋପକାରୀ ମହିଳା ଭାବରେ ସ୍ଥାନୀୟ ଅ°ଚଳରେ ବେଶ ପରିଚିତ ଥିଲେ । ଗତ କିଛିଦିନ ଧରି ସେ ରୋଗାଗ୍ରସ୍ତ ହୋଇ ଘରେ ଚିକିତ୍ସିତ ହେଉଥିଲେ । ସୋମବାର ରାତିରେ ତାଙ୍କର ପରଲୋକ ଘଟିଥିଲା । ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅ°ଚଳରେ ଶୋକର ଛାୟା ଖେଳି ଯାଇଛି । ଗ୍ରାମ ମସାଣୀରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ କରାଯାଇଛି ।