BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ କଂଗ୍ରେସ ନେତା ଓ କର୍ମୀ ଶେଷ ଦର୍ଶନ କରିଥିଲେ। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ପାଇଁ ବୁଧବାର ରାତିରେ ସେ ଭୁବନେଶ୍ବର ଫରେଷ୍ଟପାର୍କରେ ଥିବା ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।